pakka

ଲୋଇସିଂହା ଡାକ୍ତରଖାନା ପରିଦର୍ଶନ କରି ରୋଗୀଙ୍କ ସହ ଆଲୋଚନା କଲେ ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରାଣା

bbehera

ଲୋଇସିଂହା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରାଣା ଗତକାଲି ଲୋଇସିଂହା ଡାକ୍ତରଖାନା ପରିଦର୍ଶନ କରି ରୋଗୀଙ୍କ ସହ ଆଲୋଚନା କରିଥିବା ସୂଚନା ଦେଇଛନ୍ତି । ଏହି ଅବସରରେ ଡାକ୍ତରଖାନାରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିବା ରୋଗୀଙ୍କ ସୁବିଧା ଅସୁବିଧା ସମ୍ପର୍କରେ ବୁଝିଥିଲେ । ଏହା ସହ ଡାକ୍ତରଖାନା ପରିସରରେ ଥିବା ମିଶନ ଶକ୍ତି ଦ୍ୱାରା ନିର୍ମିତ କେଫେକୁ ମଧ୍ୟ ପରିଦର୍ଶନ କରିଥିଲେ ଓ ଏଠାରେ ମଧ୍ୟ କର୍ମଚାରୀମାନଙ୍କ ସହ ଆଲୋଚନା କରିଥିବା ନେଇ ଶ୍ରୀ ରାଣା ସୂଚନା ଦେଇଛନ୍ତି ।

Leave A Reply

Your email address will not be published.

18 − fifteen =