ଭୁବନେଶ୍ଵର : କାଲିଠୁ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରି ମନା । ଯିଏ ବିକ୍ରି କରିବ ତା ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । କେବଳ କାଚ ବୋତଲ ଏବଂ ଟିଣ ବୋତଲରେ ପେଟ୍ରୋଲ ବିକ୍ରି କରି ହେବ । ଏ ସଂପର୍କରେ ସୋମବାର ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ପେଟ୍ରୋଲ ପମ୍ପ ମାଲିକ ସଂଘ ସହ ବୈଠକ ପରେ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି ।

Next Post