ଜିଲ୍ଲାର ବିଭିନ୍ନ ଗ୍ରାମପଂଚାୟତରେ ଜଳ ଅମଳ ସଂରଚନା ନିର୍ମାଣ ନେଇ ଜିଲ୍ଲାପାଳଙ୍କ ସୂଚନା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଅଧୀନରେ ବଲାଙ୍ଗିର ଜିଲ୍ଲାର ବିଭିନ୍ନ ଗ୍ରାମପଂଚାୟତରେ ଜଳ ଅମଳ ସଂରଚନା ନିର୍ମାଣ କରାଯାଉଥିବା ନେଇ ଜିଲ୍ଲାପାଳ ଚଂଚଳ ରାଣା ସୂଚନା ଦେଇଛନ୍ତି । ଏହି ନିର୍ମାଣ କାମରେ ବିଭିନ୍ନ ଗ୍ରାମପଂଚାୟତର ଅନେକ ଶ୍ରମିକ ନିୟୋଜିତ ହୋଇଥିବା ବେଳେ ଏହି ପଦକ୍ଷେପ ପାଇଁ ଜିଲ୍ଲା ପ୍ରଶାସନକୁ ବୁଦ୍ଧିଜୀବୀମାନେ ପ୍ରଶଂସା କରିଛନ୍ତି ।

Leave A Reply

Your email address will not be published.

error: Content is protected !!