ବରିଷ୍ଠ ସାମ୍ବାଦିକ ଜିମୂତ ମଙ୍ଗରାଜଙ୍କ ଅଜଣା ଗାଡି ଧକ୍କାରେ ମୃତ୍ୟୁ

ଭୁବନେଶ୍ୱର : ବରିଷ୍ଠ ତଥା ରାଜ୍ୟ ସରକାରଙ୍କ ସ୍ୱୀକୃତି ପ୍ରାପ୍ତ ସାମ୍ବାଦିକ ଜିମୂତ ମଙ୍ଗରାଜଙ୍କ ଜାଆଁଳା ନିକଟରେ ଅଜଣା ଗାଡି ଧକ୍କାରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ତାଙ୍କ ବିୟୋଗରେ ଓଡ଼ିଶାର ସାମ୍ବାଦିକ ଜଗତରେ ଶୋକର ଛାୟା ଖେଳିଯାଇଛି । ସମ୍ମିଳିତ କର୍ମଜୀବୀ ସାମ୍ବାଦିକ ସଙ୍ଘ ପକ୍ଷରୁ ଅମର ଆତ୍ମାର ସଦଗତି କାମନା କରାଯିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ପ୍ରଦାନ କରାଯାଇଛି । ଏକ ଦୃଢ ସଂଗଠକ ତଥା ଜଣେ ଲଢୁଆ ସାଥୀକୁ ହରାଇଲୁ ବୋଲି ସଙ୍ଘ ପକ୍ଷରୁ ଏକ ପ୍ରେସ ବାର୍ତ୍ତାରେ ପ୍ରକାଶ କରାଯଇଛି ।

Leave A Reply

Your email address will not be published.

1 × 1 =