pakka

ବଲାଙ୍ଗିର ପୌରପରିଷଦରେ ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଯୋଗଦାନ

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପୌରପରିଷଦରେ ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବରେ ସାମିରେଡ୍ଡିଜୟଶ୍ରୀ ଦାୟିତ୍ୱ ଗ୍ରହଣ କରିଥିବା ବେଳେ ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁଙ୍କ ସମେତ ସମସ୍ତ କାଉନସିଲର ସଭ୍ୟସଭ୍ୟା ଓ ପୌର ପ୍ରଶାସନର ସମସ୍ତ କର୍ମଚାରୀ ସ୍ୱାଗତ ଜଣାଇଥିଲେ ।

Leave A Reply

Your email address will not be published.

one + 5 =