ପାଟଣାଗଡ ବିଧାୟକ ସରୋଜ ମେହେରଙ୍କ ବିଭିନ କାର୍ଯ୍ୟକ୍ରମରେ ଯୋଗଦାନ

ପାଟଣାଗଡ, (କେପିଏନ୍‌ଏସ୍‌) : ପାଟଣାଗଡ ବିଧାୟକ ସରୋଜ ମେହେର କାନୁଟ ଗ୍ରାମଠାରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୮ତମ ଜନ୍ମ ଜୟନ୍ତୀ ପାଳନ କରିଥିଲେ । ପାଟଣାଗଡ ଏନ୍‌ଏସିଠାରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜ୍ୟୋତିରଥକୁ ସ୍ୱାଗତ କରିଥିଲେ । ବେଲପଡା ବିଜେଡି କାର୍ଯ୍ୟାଳୟଠାରେ ମିଶ୍ରଣ ପର୍ବ ଅନୁଷ୍ଠିତ ହାଇଥିଲା ଏବଂ ମଣ୍ଡଳ ଓ ସର୍ଗିଗୁଡା ଗ୍ରାମଠାରେ ବିଭିନ୍ନ ପ୍ରକଳ୍ପର ଶୁଭ ଉଦ୍‌ଘାଟନ କରିଥିଲେ । ୨୫ ନମ୍ବର ଜୋନ୍‌ ସ୍ତରୀୟ ମହିଳା ସମାବେଶ ଓ କର୍ମୀ ସମ୍ମିଳନୀର ପ୍ରସ୍ତୁତି ବୈଠକରେ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିଲେ ।

Leave A Reply

Your email address will not be published.

12 + 6 =