ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ସ୍ମୃତି ସଭାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଝାରସୁଗୁଡ଼ା : ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ସ୍ମୃତି ସଭାରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଝାରସୁଗୁଡ଼ା ସରବାହାଲ ଠାରେ ଗତକାଲି ଅନୁଷ୍ଠିତ ହୋଇଥିବା ସ୍ମୃତି ସଭାରେ ପହଞ୍ଚି ମୁଖ୍ୟମନ୍ତ୍ରୀ ଦିବଙ୍ଗତ ନେତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏହା ସହ ନବ ଦାସଙ୍କ ପତ୍ନୀ, ପୁଅ ଓ ଝିଅଙ୍କ ସହ କଥା ହୋଇ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଥିଲେ ।

Leave A Reply

Your email address will not be published.