ନିର୍ମାଣ ଶ୍ରମିକଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାରଙ୍କ ବିବିଧ ଯୋଜନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ନିର୍ମାଣ ଶ୍ରମିକଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାରଙ୍କ ବିବିଧ ଯୋଜନା ସେମାନଙ୍କ ସାମାଜିକ ସୁରକ୍ଷା ସୁନିଶ୍ଚିତ କରୁଛି । କାର୍ଯ୍ୟ ଉପକରଣ ସହାୟତାଠାରୁ ଆରମ୍ଭ କରି ଶିକ୍ଷାବୃତ୍ତି ଏବଂ ଦକ୍ଷତା ଅଭିବୃଦ୍ଧି ସହାୟତା ବ୍ୟବସ୍ଥା ଦ୍ୱାରା ନିର୍ମାଣ ଶ୍ରମିକମାନେ ବିଶେଷ ଉପକୃତ ହେଉଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

2 + three =