csstore

ବେନିୟମ ଭାବେ ବାଲି ଚାଲାଣ : ୨୦ହଜାର ଟଙ୍କା ଜୋରିମାନା ଆଦାୟ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଆଜି ସୋନପୁର- ମନମୁଣ୍ଡା ବ୍ରିଜ ତଳ ତେଲ ନଦୀରୁ ୨ଟି ଟ୍ରାକ୍ଟରକୁ ବେନିୟମ ଭାବେ ବାଲି ଚାଲାଣ କରୁଥିବା ସମୟରେ ତହସିଲଦାର ସୋନପୁର ନବୀନ କିଶୋର ପାଢ଼ୀ ଚଢ଼ାଉ କରି ବେନିୟମ ବାଲି ଚାଲାଣ ନିମନ୍ତେ ୨ଟି ଟ୍ରାକ୍ଟରରୁ ୨୦,୦୦୦ ହଜାର ଟଙ୍କା ଜୋରିମାନା ଆଦାୟ କରିଛନ୍ତି । ଏହି ଚଢ଼ାଉ ସମୟରେ ଅତିରିକ୍ତ ତହସିଲଦାର ପ୍ରମୋଦ କୁମାର ମେହେର ଓ ରାଜସ୍ବ ନିରୀକ୍ଷକ ସୁଧୀର କୁମାର ପାଣ୍ଡିଆ ପ୍ରମୁଖ ଉପସ୍ଥିତ ଥିଲେ ।

jayashree
Leave A Reply

Your email address will not be published.