oom

ସମ୍ବର୍ଦ୍ଧନା ସଭାରେ ବ୍ଳକ ସଭାନେତ୍ରୀ ଜୋଷ୍ଣ।ଙ୍କୁ ସମ୍ବର୍ଦ୍ଧିତ

jsmm

ଲୋଇସିଂହା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଳକ ସ୍ଥାନୀୟ ଡାକ ବଙ୍ଗଳା ଠାରେ ଆଜି ବିଜୁ ଜନତା ଦଳ ପକ୍ଷରୁ ନୂତନ ଭାବେ କର୍ମକର୍ତ୍ତାମାନଙ୍କୁ ବିଭିନ୍ନ ଦାୟିତ୍ୱ ଦିଆଯାଇଥିବା ବେଳେ ବ୍ଳକ ସଭାନେତ୍ରୀ ଜୋଷ୍ଣ।ମୟୀ ନାଗଙ୍କୁ ବିଜେଡି ଦଳ ପକ୍ଷରୁ ସମ୍ବର୍ଦ୍ଧନା ସଭାରେ ସମ୍ବର୍ଦ୍ଧିତ କରାଯାଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ବିଜେଡି କାର୍ଯ୍ୟକାରିଣୀ ସଦସ୍ୟ ନିହାର ରଞ୍ଜନ ବେହେରା, ଲୋଇସିଂହା ପର୍ଯ୍ୟବେକ୍ଷକ ବିମଲ ମେହେର, ଜିଲ୍ଲା ବିଜେଡି ସଭାପତି ରାଜେନ୍ଦ୍ର ପ୍ରସାଦ ହୋତା, ମିଡ଼ିଆ ସେଲ ସଂଯୋଜକ ବିଭୁତି ଭୂଷଣ ମିଶ୍ର ପ୍ରମୁଖଙ୍କ ଉପସ୍ଥିତରେ ଏହି ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ବିଜେଡି ଦଳର ଶତାଧିକ କର୍ମୀ ମାନେ ଉପସ୍ଥିତ ଥିଲେ ।

jittmm
Leave A Reply

Your email address will not be published.