om academy

ସାପ କାମୁଡାରେ ଯୁବକଙ୍କ ମୃତ୍ୟୁ

jsm

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ର ବରିଷ୍ଟ ଆଇନଜୀବୀ ଅମରେଶ ପ୍ରସାଦ ମିଶ୍ରଙ୍କ ସୁଯୋଗ୍ୟ ସନ୍ତାନ ଲାଲୁ ପ୍ରସାଦ ମିଶ୍ରଙ୍କ ଅକାଳ ବିୟୋଗ ହୋଇଯାଇଛି । ସାପ କାମୁଡାରେ ତାଙ୍କର ମୃତ୍ୟୁ ହୋଇଛି ବୋଲି କୁହାଯାଇଛି । ତାଙ୍କ ଅକାଳ ବିୟୋଗ ସମସ୍ତଙ୍କ ମନରେ ଆଘାତ ସୃଷ୍ଟି କରିବା ସହ ଏହି ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

Leave A Reply

Your email address will not be published.