pakka

ଚାଷୀଙ୍କ ଖାତାକୁ ଗଲା କାଳିଆ ଟଙ୍କା

bbehera

ଭୁବନେଶ୍ୱର : ଚାଷୀଙ୍କୁ ନୂଆଁଖାଇର ଭେଟି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗୁରୁବାର ରାଜ୍ୟର ପ୍ରତ୍ୟେକ ଚାଷୀଙ୍କ ଆକାଉଣ୍ଟକୁ ୨୦୦୦ ଟଙ୍କା ପଠାଯାଇଛି । ୪୧ ଲକ୍ଷ ଛୋଟ ଚାଷୀ ଓ ୮୫ ହଜାର ଭୂମିହୀନ ଚାଷୀ ଏହି ସହାୟତା ପାଇଛନ୍ତି । ଏହି ବାବଦକୁ ମୋଟ୍‌ ୮୬୯ କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.

seven + six =