ଷ୍ଟେଟ ହାଉସିଂ ବୋର୍ଡ ଅଧ୍ୟକ୍ଷ ଭାବେ ମନୋନୀତ ହେଲେ ବଲାଙ୍ଗିର ପୂର୍ବତନ ସାଂସଦ କଳିକେଶ ନାରାୟଣ ସିଂହଦେଓ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବିଜୁ ଜନତା ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବଲାଙ୍ଗିର ପୂର୍ବତନ ସାଂସଦ କଳିକେଶ ନାରାୟଣ ସିଂହଦେଓ ଷ୍ଟେଟ ହାଉସିଂ ବୋର୍ଡ ଅଧ୍ୟକ୍ଷ ଭାବେ ମନୋନୀତ ହୋଇଛନ୍ତି । ଏଥିପାଇଁ ବଲାଙ୍ଗିର ପୂର୍ବତନ ସାଂସଦ ଶ୍ରୀ ସିଂହଦେଓ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିବା ବେଳେ ତାଙ୍କୁ ମଧ୍ୟ ବଲାଙ୍ଗିର ବିଜୁ ଜନତା ଦଳ ତରଫରୁ ଅନେକ ଅନେକ ଶୁଭଚ୍ଛା ସହ ଅଭିନନ୍ଦନ ଜଣାଯାଇଥିବା ଜଣାପଡିଛି ।

Leave A Reply

Your email address will not be published.

2 × four =