କଳିଙ୍ଗ ଷ୍ଟାଡିଅମରେ କ୍ରୀଡା ଭିତ୍ତି ଭୂମି ପ୍ରକଳ୍ପର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳିଙ୍ଗ ଷ୍ଟାଡିଅମର ମୁଖ୍ୟ ଫୁଟବଲ୍‌ ପଡିଆରେ ଅନୁଷ୍ଠିତ ହେଉଥିବା ଓଡିଶା ମହିଳା ଫୁଟବଲ ଲିଗ୍‌ର ମ୍ୟାଚ ଦେଖିଥିଲେ ଏବଂ ଖେଳାଳୀମାନଙ୍କ ସହିତ ଆଲୋଚନା କରି ସେମାନଙ୍କୁ ସବୁପ୍ରକାର ସୁବିଧା ସୁଯୋଗ ଯୋଗାଇ ଦିଆଯିବ ବୋଲି କହିଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମର୍କ ବିଭାଗ ପକ୍ଷରୁ ଟ୍ୱିଟ ମାଧ୍ୟମରେ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

three + 4 =