ଦେଓଗାଁ ବ୍ଲକ କମୁଛି ସଂକ୍ରମଣ : ୪ଜଣ କରୋନା ରୋଗୀ ଚିହ୍ନଟ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକରେ କମୁଛି କାରୋନା ସଂକ୍ରମିତଙ୍କ ସଂଖ୍ୟା । ଗୁରୁବାର ଦିନ ଦେଓଗାଁ ବ୍ଲକରେ ୪ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସରକାରୀ ରିପୋର୍ଟ ଅନୁଯାୟୀ ଶାଲେପାଲି, କୁତୁର୍ଲା, ଉଡାର ଓ ମୁକୁନ୍ଦପୁର ପଞ୍ଚାୟତରେ ଜଣେ ଲେଖାଏଁ ଚିହ୍ନଟ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.

one × five =