csstore

କପଡା ଦୋକାନରୁ ଲକ୍ଷାଧିକ ଟଙ୍କାର କପଡା ଚୋରୀ ଅଭିଯୋଗ : ପୋଲିସର ତଦନ୍ତ ଆରମ୍ଭ

କଳାହାଣ୍ଡି, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ସଦରଠାରୁ ପ୍ରାୟ ଦୁଇ କିଲୋମିଟର ଦୂର ପୁଟିଗାଁ ଚିନାବାଡୀଠାରେ ଥିବା ମା’ ତ୍ରିପୁରା କ୍ଲଥ ଷ୍ଟୋରରୁ ଗତକାଲି ରାତ୍ରିରେ ଦୁର୍ବୁର୍ତ୍ତମାନେ ସଟର ଲକକୁ କାଟି ଦୋକାନ ଭିତରେ ଥିବା ଲକ୍ଷାଧିକ ଟଙ୍କାର ଦାମୀକିଆ ଲୁଗାପଟା ନେଇଯାଇଥିବା ଦୋକାନ ମାଲିକ ଜଗବନ୍ଧୁ ସାହୁ ଫାଣ୍ଡିରେ ଲିଖିତ ଅଭିଯୋଗ କରିଛନ୍ତି । ଅଭିଯୋଗ ପାଇ ମ. ରାମପୁର ଥାନା ଅଧିକାରୀ ସଚିନ୍ଦ୍ର ପଧାନ, ଫାଣ୍ଡି ଅଧିକାରୀ କୃତିବାସ ପୁଝାରୀ ଓ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ସନ୍ଧାନୀ କୁକୁର ସାହାଯ୍ୟରେ ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି ।

jayashree
Leave A Reply

Your email address will not be published.