om academy

ଜିଲ୍ଲା କରାଟେ ଚମ୍ପିୟନ୍‌ସିପ୍‌ ୨୦୨୩ ଉଦ୍‌ଯାପିତ

jsm

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା କରାଟେ ଚମ୍ପିୟନ୍‌ସିପ୍‌ ୨୦୨୩ ଉଦ୍‌ଯାପିତ ହୋଇଯାଇଛି । ଏହି ଦିବସରେ ବଲାଙ୍ଗିରର ପୂର୍ବତନ ସାଂସଦ ତଥା ବର୍ତ୍ତମାନର ଓଡିଶା ରାଜ୍ୟ ଗୃହ ନିର୍ମାଣ ବୋର୍ଡ ଅଧ୍ୟକ୍ଷ କଳିକେଶ ନାରାୟଣ ସିଂହଦେଓ ଏବଂ ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ଅତିଥି ଭାବରେ ଯୋଗଦାନ କରି ଉତ୍ତୀର୍ଣ୍ଣ ଖେଳାଳିଙ୍କୁ ପୁରସ୍କୃତ କରିଥିଲେ ।

Leave A Reply

Your email address will not be published.