ଅପରାଧ ଦମନ ପାଇଁ ଜିଲ୍ଲା ପୋଲିସ କାର୍ଯ୍ୟାଳୟ ଓ ଟାଉନ ଥାନା ପରିସରରେ ଟାଉନ ପୋଲିସର ପେଟ୍ରୋଲିଂ ବ୍ୟବସ୍ଥାକୁ ନେଇ ସ୍ୱତନ୍ତ୍ର କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲା ପୋଲିସ କାର୍ଯ୍ୟାଳୟ ଠାରେ ଓ ଟାଉନ ଥାନା ପରିସରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏସ୍‌ପି ନିତିନ କୁଶଲକରଙ୍କ ନିର୍ଦ୍ଦେଶ କ୍ରମେ ଟାଉନ ଥାନା ଅଧିକାରିଣୀ କେ. ପ୍ରିୟଙ୍କା ରାଉତରାୟଙ୍କ ତତ୍ୱାବଧାନରେ ଅପରାଧ ଦମନ ପାଇଁ ପେଟ୍ରୋଲିଂ ବ୍ୟବସ୍ଥାକୁ ନେଇ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ନିଜର ପୋଲିସ ଟିମ୍‌କୁ ଟାଉନ ଥାନା ଅଧିକାରିଣୀ କେ. ପ୍ରିୟଙ୍କା ରାଉତରାୟ ଅପରାଧ ଦମନ କ୍ଷେତ୍ରରେ କହିବା ସହ ପେଟ୍ରାଲିଂକୁ କଡାବଡି ଭାବରେ କରିବା ପାଇଁ କହିଥିଲେ ।

Leave A Reply

Your email address will not be published.