ବଲାଙ୍ଗିର ଟାଉନ ହଲ୍‌ଠାରେ ଏସ୍‌ଏଚ୍‌ଜି ବ୍ୟାଙ୍କ ଲିଙ୍କେଜ୍ କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଟାଉନ ହଲ୍‌ଠାରେ ଏସ୍‌ଏଚ୍‌ଜି ବ୍ୟାଙ୍କ ଲିଙ୍କେଜ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ନେଇ ଜିଲ୍ଲାପାଳ ଚଂଚଳ ରାଣା ସୂଚନା ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ୩୦୦ରୁ ଅଧିକ ଏସ୍‌ଏଚ୍‌ଜିକୁ ୮.୫ କୋଟିରୁ ଅଧିକ ଋଣ ପ୍ରଦାନ କରାଯାଇଥିବା ବେଳେ ଜିଲ୍ଲା ପ୍ରଶାସନର ଏହିପରି ବ୍ୟବସ୍ଥାକୁ ନେଇ ଯୋଗ ଦେଇଥିବା ଏସ୍‌ଏଚ୍‌ଜି ଗୃପର ମହିଳାମାନେ ଧନ୍ୟବାଦ ଦେଇଛନ୍ତି ।

Leave A Reply

Your email address will not be published.

error: Content is protected !!