om academy

ରୁଗୁଡ଼ିପଡାଠାରେ ଗୋପାଳିକା କାର୍ଯ୍ୟକ୍ରମ ଅନୁଷ୍ଠିତ

jsm

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପୌରାଞ୍ଚଳ ଅନ୍ତର୍ଗତ ରୁଗୁଡିପଡାଠାରେ ଗୋପାଳିକା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ତେବେ ଏହି ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ପୌର ପରିଷଦର ପୌର ଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ଯୋଗ ଦେଇ ଉପସ୍ଥିତ ମହିଳାମାନଙ୍କ ସହିତ ମିଶି ପ୍ରଥମେ ଭଗବାନଙ୍କୁ ଦର୍ଶନ କରି ଲୋକମାନଙ୍କ ସମସ୍ୟା ପଚାରି ବୁଝିଥିଲେ ।

Leave A Reply

Your email address will not be published.