ଜେବିବିଏସ୍‌ଏନ୍‌ ସାଲେପାଲିରେ ସଫେଇ କାର୍ଯ୍ୟକ୍ରମ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ସାଲେପାଲି ସ୍ଥିତ ଜଗତବନ୍ଧୁ ବିଶ୍ଵ ଭାରତୀ ଶିକ୍ଷା ନିକେତନ (ତାଲିମ) ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଥମ ବର୍ଷର ଛାତ୍ରଛାତ୍ରୀମାନେ ମଙ୍ଗଳବାର ଦିନ ବିଦ୍ୟାଳୟ ପରିସର ସଫେଇ କରିଥିଲେ ।

Leave A Reply

Your email address will not be published.