ନବନିଯୁକ୍ତ ଆୟୁର୍ବେଦିକ ଚିକିତ୍ସାଧୀକାରୀଙ୍କ ଦିଗ୍‌ଦର୍ଶନ କାର୍ଯ୍ୟକ୍ରମ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ନବନିଯୁକ୍ତ ଆୟୁର୍ବେଦିକ ଚିକିତ୍ସାଧୀକାରୀଙ୍କ ଦିଗ୍‌ଦର୍ଶନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିବେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.