ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୯ ଅକ୍ଟୋବର, ୨୦୨୨ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ପୂର୍ବାହ୍ନରେ ଭୁବନେଶ୍ୱର ୟୁନିଟ୍-୮ ସ୍ଥିତ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯିବ । ଏଥିସହିତ ସନ୍ଧ୍ୟାରେ ଜୟଦେବ ଭବନରେ ଏକ ସାଧାରଣ ସଭା ଅନୁଷ୍ଠିତ ହେବ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.