ଜିଲ୍ଲା ପୋଲିସ କାର୍ଯ୍ୟାଳୟଠାରେ ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ଟାଉନ ପୋଲିସର ପେଟ୍ରୋଲିଂ ବ୍ୟବସ୍ଥା ସଂକ୍ରାନ୍ତୀୟ କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଜିଲ୍ଲା ପୋଲିସ କାର୍ଯ୍ୟାଳୟଠାରେ ବଲାଙ୍ଗିର ଏସ୍‌ପି ନିତିନ କୁଶଲକରଙ୍କ ନିର୍ଦ୍ଦେଶ କ୍ରମେ ସହରରେ ବଢୁଥିବା ଅସାମାଜିକ କାର୍ଯ୍ୟକଳାପକୁ ରୋକିବା ପାଇଁ ଟାଉନ ପୋଲିସ ପକ୍ଷରୁ ପେଟ୍ରୋଲିଂ ବ୍ୟବସ୍ଥା କଡାକଡି ସଂକ୍ରାନ୍ତୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଟାଉନ ଥାନା ଅଧିକାରିଣୀ କେ. ପ୍ରିୟଙ୍କା ରାଉତରାୟ ନିଜ ଟାଉନ ପୋଲିସ ଟିମ୍‌କୁ ସହରରେ ବଢୁଥିବା ଅସାମାଜିକ କାର୍ଯ୍ୟକଳପକୁ ରୋକିବା ନିମନ୍ତେ ପେଟ୍ରୋଲିଂ କରିବାକୁ ପରାମର୍ଶ ଦେଇଥିଲେ ।

Leave A Reply

Your email address will not be published.