ବରଗଡ଼ ଜିଲ୍ଲା ହାବିଲଦାର ଓ କନେଷ୍ଟବଳ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ହାବିଲଦାର ଓ କନେଷ୍ଟବଳ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ନୂତନ ସଭାପତି ଭାବେ ସୁଶିଲ କୁମାର ଦାସ ନିର୍ବାଚିତ ହୋଇଥିବା ବେଳେ ସମ୍ପାଦକ ଭାବରେ କମଳା କାନ୍ତ ଗଡତିଆ ନିର୍ବାଚିତ ହୋଇଛନ୍ତି । ଉପସଭାପତି ଭାବରେ ଅଜିତ କୁମାର ପ୍ରଧାନ ଓ ୫ଜଣ କାର୍ଯ୍ୟକାରୀ କମିଟିର ସଭ୍ୟ ଭାବେ ନିର୍ବାଚିତ ହୋଇଛନ୍ତି ।

Leave A Reply

Your email address will not be published.