ଭୁବନେଶ୍ୱର ଏମ୍ସର ଓପିଡି ଆସନ୍ତା ୭ରୁ ଖୋଲିବା ନେଇ ସୂଚନା ଦେଲେ କର୍ତ୍ତୃପକ୍ଷ ଓଡିଶା By Koshala Prabaha On Saturday 5th February 2022, 12:35 pm Share ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଭୁବନେଶ୍ୱର ଏମ୍ସର ଓପିଡି ଆସନ୍ତା ୭ରୁ ଖୋଲିବା ନେଇ ଟୁଇଟ୍ କରି ସୂଚନା ଦେଇଛନ୍ତି କର୍ତ୍ତୃପକ୍ଷ । ତେବେ କୋଭିଡ ସ୍ଥିତିରେ ସୁଧାର ଆସିବା ଦେଖି ରୋଗୀସେବାକୁ ପ୍ରାଧାନ୍ୟ ଦେଇ ଏମ୍ସ ପକ୍ଷରୁ ଓପିଡି ଖୋଲିବାକୁ ନିଷ୍ପତି ହୋଇଥିବା ନେଇ ସୂଚନାରେ କୁହାଯାଇଛି । bhubaneswar news