ବଲାଙ୍ଗିରର ଏସ୍‌ବିଆଇ ମୁଖ୍ୟ ଶାଖା ଠାରେ କ୍ରେଡିଟ୍ ଆଉଟ୍ରିଚ୍ କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ଏସ୍‌ବିଆଇ ମୁଖ୍ୟ ଶାଖା ଠାରେ କ୍ରେଡିଟ୍ ଆଉଟ୍ରିଚ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଟି ବଲାଙ୍ଗିରର ଲିଡ୍ ବ୍ୟାଙ୍କ ଅଫିସ୍ ଦ୍ୱାରା ଆୟୋଜିତ ହୋଇଥିବା ବେଳେ ଏଥିରେ ୪୬ ଜଣ ହିତାଧିକାରୀ ଯୋଗଦେଇ ଏହି କାର୍ଯ୍ୟକ୍ରମ ସମୟରେ ୪.୫୮ କୋଟି ଟଙ୍କାର ଋଣ ମଞ୍ଜୁର ପତ୍ର ଗ୍ରହଣ କରିଥିଲେ ।

Leave A Reply

Your email address will not be published.

nineteen − seven =