pakka

ତାତିକୁ ଦେଖି ଆଉଟ୍‌ଡୋର ଗେମ୍‌ ଉପରେ କଟକଣା

bbehera

ଭୁବନେଶ୍ୱର : ଖରାରେ ଖେଳିବା ଉପରେ ଲାଗିଲା କଟକଣା । ପ୍ରବଳ ଖରା ହେଉଥିବାରୁ ଆଉଟ୍ ଡୋର୍ ଖେଳ ଉପରେ କଟକଣା ଲଗାଇଲେ ସରକାର । ଖରାରେ କ୍ରିକେଟ, ହକି, ଫୁଟବଲ ଆଦି ନ ଖେଳିବାକୁ ନିର୍ଦ୍ଦେଶ ଜାରି ହୋଇଛି । ଏନେଇ କ୍ରୀଡ଼ା ବିଭାଗ ନିର୍ଦ୍ଦେଶକଙ୍କୁ ଚିଠି ଲେଖିଛନ୍ତି ଏସ୍‌ଆର୍‌ସି । ଖରାରେ ବିଭିନ୍ନ ଜାଗାରେ ଖେଳ ଚାଲୁଥିବା ଜଣାପଡ଼ିବା ପରେ ଏନେଇ ନିର୍ଦ୍ଦେଶନାମା ଜାରି ହୋଇଛି । ବିଶେଷ କରି ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ବାହାରକୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି । ସେହିପରି ଶ୍ରମିକମାନଙ୍କୁ ମଧ୍ୟ ୧୧ଟାରୁ ୩ଟା ମଧ୍ୟରେ କାମ କରିବାକୁ ବାରଣ କରାଯାଇଛି ।

jay balangir
Leave A Reply

Your email address will not be published.

one × 5 =

error: Content is protected !!