ଭୁବନେଶ୍ୱର : ହଟିଲା ସାମ୍ବାଦିକଙ୍କ ମୋବାଇଲ କଟକଣା । ଯାହାପରେ ଧାରଣାରୁ ହଟିଛନ୍ତି ସାମ୍ବାଦିକ । ଏନେଇ ସାମ୍ୱାଦିକଙ୍କ ସହ ଆଲୋଚନା କରିବା ପରେ ବାଚସ୍ପତି ଏହି ନିଷ୍ପତ୍ତି ନେଇଛନ୍ତି । ଏହାପରେ ସାମ୍ବାଦିକମାନେ ଧାରଣାରୁ ପ୍ରତ୍ୟାହୃତ ହୋଇଛନ୍ତି । ସାମ୍ବାଦିକମାନେ ପ୍ରେସ୍ ଗ୍ୟାଲେରୀକୁ ମୋବାଇଲ୍ ନେଇପାରିବେ, ହେଲେ କୌଣସି ଫଟୋ କିମ୍ବା ଭିଡ଼ିଓ ଉତ୍ତୋଳନ କରିପାରିବେନାହିଁ ବୋଲି ନିଷ୍ପତ୍ତି ନେଇଛନ୍ତି ବାଚସ୍ପତି ।
Next Post