ଭୁବନେଶ୍ୱରରେ ପହଞ୍ଚିଲେ ମଲ୍ଲିକାର୍ଜୁନ ଖାର୍ଗେ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭୁବନେଶ୍ୱରରେ ପହଞ୍ଚିଲେ ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖାର୍ଗେ । ବିମାନବନ୍ଦରରେ ପହଞ୍ଚିବା ପରେ ରାଜ୍ୟର ବରିଷ୍ଠ ନେତା ଓ ବିଧାୟକ ତାଙ୍କୁ ଭବ୍ୟ ସ୍ୱାଗତ କରିଛନ୍ତି । କଂଗ୍ରେସ ସଭାପତି ନିର୍ବାଚନ ପାଇଁ ପ୍ରଚାର କରିବାକୁ ଖାର୍ଗେ ଓଡ଼ିଶା ଆସିଥିବା ସୂଚନା ମିଳିଛି । ଖାର୍ଗେ ଓଡ଼ିଶାର ବହୁ କଂଗ୍ରେସ ନେତାଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି ।

Leave A Reply

Your email address will not be published.

4 × five =