centurian jitm

ଏପ୍ରିଲ ୨ରୁ ଯୁକ୍ତ ଦୁଇ ଖାତା ଦେଖା

ଭୁବନେଶ୍ୱର : ଯୁକ୍ତ ଦୁଇ ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର । ବୁଧବାର ଅର୍ଥାତ୍ ଏପ୍ରିଲ ୨ ଠାରୁ ଆରମ୍ଭ ହେବ ଯୁକ୍ତ ଦୁଇ ଖାତାଦେଖା ଆରମ୍ଭ ହେବ । ମେ ୧୫ସୁଦ୍ଧା ଚଳିତ ବର୍ଷର ଯୁକ୍ତ ଦୁଇ ପରୀକ୍ଷା ଫଳାଫଳ ପ୍ରକାଶ କରିବାକୁ ଲକ୍ଷ୍ୟ ରଖାଯାଇଥିବାବେଳେ, ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.