ରାଜ୍ୟରେ ଏବେ ଖୋଲିବନି ପ୍ରଥମରୁ ଅଷ୍ଟମ ଶ୍ରେଣୀ

ଭୁବନେଶ୍ୱର : ରାଜ୍ୟରେ ଏବେ ଖୋଲିବନି ପ୍ରଥମରୁ ଅଷ୍ଟମ ଶ୍ରେଣୀ । ବିଭିନ୍ନ ରାଜ୍ୟରେ କରୋନା ସଂକ୍ରମଣ ବଢ଼ୁଥିବାରୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ଏହି ନିଷ୍ପତ୍ତି ନିଆଯାଇଛି । ଆଗାମୀ ଦିନରେ କରୋନା ସ୍ଥିତି ଦେଖି ପ୍ରଥମରୁ ଅଷ୍ଟମ ଶ୍ରେଣୀ ଖୋଲିବା ନେଇ ନିଷ୍ପତ୍ତି ନିଆଯିବ ବୋଲି ମଙ୍ଗଳବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.