ls

ଚଳିତ ମାସ ଖୋଲିବନି ସ୍କୁଲ

sb

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଚଳିତ ମାସରେ ଖୋଲିବନି ସ୍କୁଲ । ରାଜ୍ୟ ସରକାର ପୂର୍ବରୁ ନଭେମ୍ବର ମାସରେ ସ୍କୁଲ ଖୋଲିବା ନେଇ ନିଷ୍ପତ୍ତି ନେଇଥିଲେ ମଧ୍ୟ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସାମୟିକ ଭାବେ ଏହି ନିଷ୍ପତ୍ତିକୁ ସ୍ଥଗିତ ରଖିଥିବା ସୂଚନା ମିଳିଛି । ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ନିଜ ପ୍ରତିକ୍ରିୟାରେ କହିଛନ୍ତି ଯେ, ରାଜ୍ୟରେ ଡିସେମ୍ବର ମାସର ଦ୍ୱିତୀୟ ସପ୍ତାହରେ ଦ୍ୱିତୀୟ ପର୍ଯ୍ୟାୟ କରୋନା ସଂକ୍ରମଣର ଆଶଙ୍କା ରହିଥିବା ଯୋଗୁଁ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି ।

pc pk
Leave A Reply

Your email address will not be published.