om academy

ପୁଣି କରୋନାରେ ସାମ୍ବାଦିକଙ୍କ ମୃତ୍ୟୁ : ସାମ୍ବାଦିକ କିଶୋର ଚନ୍ଦ୍ର ଦାସ ଚାଲିଗଲେ

jsm

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ପୁଣି କରୋନାରେ ଜଣେ ସାମ୍ବାଦିକଙ୍କ ମୃତ୍ୟୁ ଘଟିଥିବା ଖବର ଆସିଛି । ପୋଲସରା ସମାଜ ପ୍ରତିନିଧି କିଶୋର ଚନ୍ଦ୍ର ଦାସଙ୍କ କରୋନା ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ଅବସ୍ଥାରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ସେ ଓୟୁଜେର ବରିଷ୍ଠ ସଭ୍ୟ ଥିଲେ । ଗତ କିଛି ଦିନ ହେବ କରୋନାରେ ସଂକ୍ରମିତ ହୋଇ ଶୀତଳାପଲ୍ଲୀ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଆଜି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ବେଳେ ସାଂବାଦିକ ମହଲରେ ଶୋକର ଛାୟା ଖେଳି ଯାଇଛି ।

Leave A Reply

Your email address will not be published.