
ପୁଇଁନ୍ତଲା, (କେପିଏନ୍ଏସ୍) : ରେଡକ୍ରସ ସୋସାଇଟି ତରଫରୁ ଉତ୍କଳ ଦିବସ ଅବସରରେ ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ନାରାୟଣ କଲୋନୀ କୁଷ୍ଠାଶ୍ରମ ଅନ୍ତେବାସୀଙ୍କୁ ହାଇଜେନିକ୍ କିଟ୍ ବଣ୍ଟନ । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବଲାଙ୍ଗିର ଜିଲ୍ଲା ଜରୁରିକାଳୀନ ଅଧିକାରୀ ତଥା ଜିଲ୍ଲା ରେଡକ୍ରସ ସଂପାଦିକା ରୀନା କୁମାରୀ ନାଏକ ଯୋଗ ଦେଇଥିଲେ ।