ହୁ ହୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରକ

ରାୟଗଡା : ହୁ ହୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରକ ବୋଲି ଖବର ମଳିଛି । ସୂଚନା ଯୋଗ୍ୟ ଯେ, ଟ୍ରକଟି ବିଶାଖାପାଟଣାରୁ କୋଇଲା ନେଇ ରାୟଗଡାକୁ ଆସୁଥିବା ବେଳେ ପ୍ରତାପପୁର ନିକଟରେ ଆଜି ସକାଳେ ଟ୍ରକଟିରେ ନିଆଁ ଲାଗି ଯାଇଥିବା ଦେଖି ଡ୍ରାଇଭର ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ରାୟଗଡାରୁ ଅଗ୍ନିଶମ ବାହିନୀ ଓ ଶେଷଖାଲ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ହୁ ହୁ ହୋଇ ଜଳୁଥିବା ଟ୍ରକକୁ ଲିଭାଇବା ସହ ନିଆଁକୁ ଆୟତ୍ତ କରିଛନ୍ତି । ଅଗ୍ନିକାଣ୍ଡରେ କୋଇଲା ସମେତ ଟ୍ରକର ଅଧିକାଂଶ ଭାଗ ଜଳିଯାଇଥିବା ବେଳେ ନିଆଁର କାରଣ ଏପର୍ୟ୍ୟନ୍‌ନ୍ତ ଜଣାପଡି ନାହିିଁ । ଖବର ପାଇ ରାୟଗଡାରୁ ଅଗ୍ନିଶମ ବାହିନୀ ଓ ଶେଷଖାଲ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ହୁତହୁତ ହୋଇ ଜଳୁଥିବା ଟ୍ରକକୁ ଲିଭାଇବା ସହ ନିଆଁକୁ ଆୟତ୍ତ କରିଛନ୍ତି । ଅଗ୍ନିକାଣ୍ଡରେ କୋଇଲା ସମେତ ଟ୍ରକର ଅଧିକାଂଶ ଭାଗ ଜଳି ଯାଇଥିବା ବେଳେ ଅଗ୍ନିକାଣ୍ଡର କାରଣ ଏର୍ୟ୍ୟ‌ନ୍ତ ଜଣାପଡି ନାହିଁ ।

Leave A Reply

Your email address will not be published.