ସେଣ୍ଟ ଜାଭିୟର୍ସ ସ୍କୁଲର ବାର୍ଷିକ କ୍ରୀଡା ଅନୁଷ୍ଠିତ

ଟିଟିଲାଗଡ, (କେପିଏନ୍‌ଏସ୍‌) : ସ୍ଥାନୀୟ ସେଣ୍ଟ ଜାଭିୟର୍ସ ପବ୍ଲିକ ସ୍କୁଲର ବାର୍ଷିକ କ୍ରୀଡା ପ୍ରତିଯୋଗିତା ରେଳବାଇ ଖେଳପଡିଆ ଠାରେ ଅନୁଷ୍ଠିତ ହୋଇଯାଇଛି । ସ୍କୁଲ ସଂସ୍ଥାପକ ସତ୍ୟବ୍ରତ ପଣ୍ଡା ଏହାକୁ ଉଦ୍‌ଘାଟନ କରିଥିଲେ । ଉଦ୍‌ଯାପନୀ ଉତ୍ସବରେ ଜିଲ୍ଲା ସରପଞ୍ଚ ସଂଘ ସଭାପତି ବୀରବର ସାହୁ ମୁଖ୍ୟ ଅତିଥି, ସମାଜସେବୀ ହିବଜୁଲ ରହେମାନ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ ।

Leave A Reply

Your email address will not be published.