om academy

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ‘କୃଷକ ଓଡିଶା’ ପୋର୍ଟାଲ ଲୋକାର୍ପିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଅକ୍ଷୟ ତୃତୀୟା ଓ କୃଷକ ଦିବସ ଅବସରରେ କୃଷି ବିକାଶ ପାଇଁ ୮ଟି ନୂଆ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା । ପଣସ ମିଶନ ଓ ରିୱାର୍ଡ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଚାଷୀ ଭାଇ ମାନଙ୍କ ପାଇଁ ନୂଆ ‘କୃଷକ ଓଡିଶା’ ପୋର୍ଟାଲ ଲୋକାର୍ପିତ କରିଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

thirteen + 6 =