କୃଷି ଓଡିଶା- ୨୦୨୧ କାର୍ଯ୍ୟକ୍ରମ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ସରକାର ୬୫ଜଣ ସହକାରୀ ମତ୍ସ୍ୟ ଅଧିକାରୀଙ୍କୁ ନିଯୁକ୍ତି ଦେଇଛନ୍ତି । କୃଷି ଓଡିଶା-୨୧ କାର୍ୟ୍ୟକ୍ରମରେ ନିଯୁକ୍ତି ପତ୍ର ପ୍ରଦାନ କରିବା ଅବସରରେ ମାଛଚାଷ କୃଷକଙ୍କ ଆୟ ବହୁଗୁଣିତ କରିବା ତଥା ରାଜ୍ୟକୁ ମାଛ ଉତ୍ପାଦନରେ ‌ସ୍ୱାବଲମ୍ବୀ କରିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡଃ ଅରୁଣ କୁମାର ସାହୁ ମତବ୍ୟକ୍ତ କରିଛନ୍ତି । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.