pakka

ପୃଥ୍ୱୀରାଜ ଉଚ୍ଚ ବିଦ୍ୟାଳୟର ଛାତ୍ରଙ୍କ କୃତିତ୍ୱ

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାର ମେଗା ନର୍ସରୀଠାରେ ବିଶ୍ୱ ପରିବେଶ ସୁରକ୍ଷା ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ କବିତା ଲିଖନ ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି । ଏଥିରେ ବଲାଙ୍ଗିର ପୃଥ୍ୱୀରାଜ ଉଚ୍ଚ ବିଦ୍ୟାଳୟର ଛାତ୍ର ଶ୍ରୀୟାଂଶ ସ୍ୱାଇଁ ପ୍ରଥମ ସ୍ଥାନ ଅଧିକାର କରିଛନ୍ତିି । ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ସନ୍ତୋଷିନୀ ସେଠୀ କୃତି ଛାତ୍ରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

jay balangir
Leave A Reply

Your email address will not be published.

2 − one =