pakka

ପ୍ରଫେସର ଚକ୍ରଧର ତ୍ରିପାଠୀ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱ ବିଦ୍ୟାଳୟର ନୂଆ କୁଳପତି

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କୋରାପୁଟସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ନୂଆ କୁଳପତି ଭାବେ ନିଯୁକ୍ତ ହେଲେ ପ୍ରଫେସର ଚକ୍ରଧର ତ୍ରିପାଠୀ । ରାଷ୍ଟ୍ରପତି ତାଙ୍କୁ ୫ ବର୍ଷ ପାଇଁ କୁଳପତି ଭାବେ ନିଯୁକ୍ତ କରିଛନ୍ତି । ପ୍ରଫେସର ତ୍ରିପାଠୀ ପଶ୍ଚିମବଙ୍ଗର ବିଶ୍ୱ ଭାରତୀ ଓ ଶାନ୍ତିନିକେତନରେ ପ୍ରଫେସର ଭାବେ କାର୍ଯ୍ୟରତ ଥିଲେ । ସୂଚନାଯୋଗ୍ୟ ଯେ, ୨୦୨୧ ଜୁଲାଇରେ ସ୍ୱର୍ଗତ ଆଇ.ରାମବ୍ରହ୍ମଙ୍କ ଦେହାନ୍ତ ପରେ କୋରାପୁଟସ୍ଥିତ କେନ୍ଦ୍ରୀୟ ବିଶ୍ୱ ବିଦ୍ୟାଳୟରେ କୁଳପତି ପଦବୀ ଖାଲି ପଡିଥିଲା ।

jay balangir
Leave A Reply

Your email address will not be published.

seven + 14 =