ଲଘୁଚାପ ପ୍ରଭାବରେ ଲାଗିରହିଛି ବର୍ଷା

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବର୍ଷା ଜାରି ରହିଛି । ତେବେ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସହ ସକ୍ରିୟ ମୌସୁମୀର ପ୍ରଭାବରେ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗି ରହିଛି । ଲଗାତାର ବର୍ଷା ଯୋଗୁଁ ଜନଜୀବନ ପ୍ରଭାବିତ ହୋଇଥିବା ବେଳେ ଓଡ଼ିଶାର ବିଭିନ୍ନ ତଳି ଅଂଚଳରେ ପାଣି ଜମି ରହିଥିବା ବି ଦେଖିବାକୁ ମିଳୁଛି ।

Leave A Reply

Your email address will not be published.