![oum](https://koshalaprabahalive.com/wp-content/uploads/2024/07/oum.jpg)
ଚେନ୍ନାଇ : ସମୁଦ୍ର ମଝିରେ ବୋଟରେ ହଠାତ ଲାଗିଲା ନିଆଁ । ହୁ ହୁ ଜଳିଲା ବୋଟ୍ । ପ୍ରବଳ ନିଆଁ ଓ ଧୂଆଁ ଉଠିଲା । ତାମିଲନାଡୁ ରାମେଶ୍ୱରମ୍ ପାମବାନ ସମୁଦ୍ର ମଝିରେ ଏଭଲି ଘଟଣା ଦେଖିବାକୁ ମିଳିଛି । ହଠାତ୍ ବୋଟରେ ଅଗ୍ନିକାଣ୍ଡ ହୋଇଥିଲା । ତେବେ ଏଥିରେ ବର୍ତ୍ତମାନ ସୁଦ୍ଧା ମୃତାହତ ନେଇ କୌଣସି ସୂଚନା ମିଳି ନାହିଁ । କେମିତି ନିଆଁ ଲାଗିଲା କାରଣ ଅସ୍ପଷ୍ଟ ରହିଛି । ଆରମ୍ବ ହୋଇଛି ତଦନ୍ତ ।
![](https://koshalaprabahalive.com/wp-content/uploads/2021/01/boat1.jpg)