oom

ବିଶିଷ୍ଟ ସମାଜ ସେବୀ ତଥା ଶ୍ରମିକ ନେତା ଲଳିତ ନାୟକଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ

jsmm

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ପିପି ଏକାଡେମୀ ଠାରେ ବିଶିଷ୍ଟ ସମାଜ ସେବୀ ତଥା ଶ୍ରମିକ ନେତା ଲଳିତ ନାୟକଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ପାଳନ କରାଯାଇଛି । ବିଙ୍ଗ୍‌ ହ୍ୟୁମାନ୍‌ ଫାଉଣ୍ଡେସନ୍‌ର ପ୍ରତିଷ୍ଠାତା ସୋମନାଥ ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସ୍ମୃତି ସଭାରେ ପ୍ରଥମେ ସ୍ୱର୍ଗତ ନାୟକଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରାଯାଇଥିବା ବେଳେ ଅନୁଷ୍ଠାନ ତରଫରୁ ‘ହେ ଲଳିତ ଦାଦା ତମ୍‌କୁ ବଡା ମନେ ପଡୁଛେ’ ଶୀର୍ଷକ ଶ୍ରାଦ୍ଧାଂଜଳି ସଂଗୀତ ଉନ୍ମୋଚନ କରାଯାଇଥିଲା । ଏଥିରେ ସହରର ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦାନ କରିଥିଲେ ।

jittmm
Leave A Reply

Your email address will not be published.