oum

ଓଡ଼ିଶା ଲଳିତ କଳା ଏକାଡେମୀର ସଭାପତି ରୂପେ ପୁନଃମନୋନୀତ ହେଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବିଶ୍ୱ ବିଖ୍ୟାତ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କୁ ଓଡ଼ିଶା ଲଳିତ କଳା ଏକାଡେମୀର ସଭାପତି ରୂପେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ପୁନଃମନୋନୀତ କରାଯାଇଛି । ବାଲୁକା ଶିଳ୍ପୀ ଶ୍ରୀ ପଟ୍ଟନାୟକ ଓଡ଼ିଶା ଲଳିତ କଳା ଏକାଡେମୀର ସଭାପତି ରୂପେ ୨୦୧୮ ମସିହାରୁ କାର୍ଯ୍ୟ କରିଆସୁଥିଲେ । ତାଙ୍କର କାର୍ଯ୍ୟକାଳ ସରୁଥିବାରୁ ଆଗାମୀ ୩ ବର୍ଷ ପାଇଁ ତାଙ୍କୁ ଲଳିତ କଳା ଏକାଡେମୀର ସଭାପତି ରୂପେ କାର୍ଯ୍ୟ କରିବା ନିମନ୍ତେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।

Leave A Reply

Your email address will not be published.