ଶହୀଦ ଲକ୍ଷ୍ମଣ ନାଏକଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହାନ୍ ସ୍ୱାଧୀନତା ସଂଗ୍ରାମୀ ଶହୀଦ ଲକ୍ଷ୍ମଣ ନାଏକଙ୍କ ଶ୍ରାଦ୍ଧ ଦିବସ ଅବସରରେ ଆଜି ସନ୍ଧ୍ୟା ୬ଟାରେ ଜୟଦେବ ଭବନରେ ଶହୀଦ ଲକ୍ଷ୍ମଣ ନାଏକଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ ଅବସରରେ ସାଧାରଣ ସଭା ଅନୁଷ୍ଠିତ ହେବ । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.