om academy

ଆଜିଠୁ ଖୋଲିଲା ଲିଙ୍ଗରାଜ ମନ୍ଦିର

jsm

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଆଜିଠୁ ଖୋଲିଲା ଲିଙ୍ଗରାଜ ମନ୍ଦିର । ଭକ୍ତମାନେ କୋଭିଡ୍ ଗାଇଡଲାଇନ ମାନି ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି । ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ରକ୍ଷା କରିବା ବାଧ୍ୟତାମୂଳକ କରାଯାଇଛି । ମନ୍ଦିର ସିଂହଦ୍ୱାର ନିକଟରେ ସମସ୍ତଙ୍କର ଥର୍ମାଲ ସ୍କ୍ରିନିଂ କରାଯାଉଛି । ସିଂହଦ୍ୱାରରୁ ଆଡ଼କାଠ ଯାଏ ଯାଇ ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରୁଛନ୍ତି ଭକ୍ତ । ମହାପ୍ରଭୁଙ୍କୁ ଗର୍ଭଗୃହକୁ ଯାଇ ଦର୍ଶନ କରିବା ନିଷେଧ କରାଯାଇଥିବା ଜଣାପଡିଛି ।

Leave A Reply

Your email address will not be published.