ଲକଡାଉନ୍‌ରେ ମର୍ଣ୍ଣିଂ ୱାର୍କ, ଇଭିନିଂ ୱାର୍କ ଓ ସାଇକେଲିଂକୁ ସଂପୂର୍ଣ୍ଣ ମନା : ବରିଷ୍ଠ ପୋଲିସ ଅଧିକାରୀ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଆଜି ବରିଷ୍ଠ ପୋଲିସ ଅଧିକାରୀ ସୂଚନା ଦେଇ କହିଛନ୍ତି ଯେ, ଲକଡାଉନ୍‌ରେ ମର୍ଣ୍ଣିଂ ୱାର୍କ, ଇଭିନିଂ ୱାର୍କ ଓ ସାଇକେଲିଂକୁ ସଂପୂର୍ଣ୍ଣ ମନା କରାଯାଇଛି । କେବଳ ମର୍ଣ୍ଣିଂ ୱାର୍କ ନୁହେଁ ବରଂ ଇଭିନିଂ ୱାର୍କ, ସାଇକ୍ଲିଂକୁ ସଂପୂର୍ଣ୍ଣ ବାରଣ କରାଯାଇଛି । କିଛି ଲୋକ ଏସବୁ କରୁଥିବା ଦେଖାଯାଉଛି, ଏହା ଗାଇଡଲାଇନ ଉଲ୍ଲଂଘନ ହେଉଥିବା ସେ କହିଛନ୍ତି । ଲକଡାଉନ୍‌ର ଉଦ୍ଦେଶ୍ୟ ରାସ୍ତା ଉପରକୁ ଆସି ଗହଳି ନକରିବା ବୋଲି ସିପି ସ୍ପଷ୍ଟ କରିଛନ୍ତି । ତେଣୁ ଲକଡାଉନ ବେଳେ ୱାକିଂ, ସାଇକ୍ଲିଂ ନକରିବାକୁ କହିଲେ ସିପି ।

Leave A Reply

Your email address will not be published.

19 − fifteen =

error: Content is protected !!