om academy

ଲକଡାଉନ ବେଳେ ଚାଲୁ ରହିବ ଟୀକାକରଣ ଓ ଟେଷ୍ଟିଂ

jsm

ଭୁବନେଶ୍ୱର, (ସୁଶାନ୍ତ ସାହୁ) : କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମେ’ ୫ରୁ ୧୯ ତାରିଖ ପର୍ୟ୍ୟନ୍ତ ଲକଡାଉନ ଘୋଷଣା କରିଛନ୍ତି ରାଜ୍ୟ ସରକାର । ତେବେ ଏହି ସମୟରେ ଟୀକାକରଣ ଓ ଟେଷ୍ଟିଂକୁ ଅନୁମତି ଦିଆଯାଇଛି । ଲକ୍‌ଡାଉନ୍‌ ବେଳେ ଟୀକା ପାଇଁ ଅନୁମତିପ୍ରାପ୍ତ ବ୍ୟକ୍ତି ଟୀକା କେନ୍ଦ୍ରକୁ ଯାଇପାରିବେ । ଟେଷ୍ଟିଂ ପାଇଁ ବି ନିକଟସ୍ଥ ଟେଷ୍ଟିଂ କେନ୍ଦ୍ରକୁ ଲୋକେ ଯାଇପାରିବେ । ଅନ୍ୟପକ୍ଷରେ ଲକଡାଉନ ବେଳେ ଜରୁରୀ ସେବା ଚାଲୁ ରଖିବାକୁ ଅନୁମତି ଦିଆଯାଇଛି ।

Leave A Reply

Your email address will not be published.

twenty − two =