ପ୍ରାଥମିକ କୃଷି ସମବାୟ ସମିତିର ସଦସ୍ୟତା ଗ୍ରହଣ କଲେ ଲୋଇସିଂହା ବିଧାୟକ

ଲୋଇସିଂହା, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ବୁରୋଭାଡି ଗ୍ରାମର ପ୍ରାଥମିକ କୃଷି ସମବାୟ ସମିତିର ସଦସ୍ୟତା ଗ୍ରହଣ କରିଛନ୍ତି ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗ । ତେବେ ଏଥିରେ ତାଙ୍କ ସହ ବହୁ ବିଜେପି କାର୍ଯ୍ୟକର୍ତ୍ତାମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.